www.samajalive.in
Friday, December 5, 2025
20.1 C
Bhubaneswar

ବନ୍ଦ କୋଠରୀରୁ ମହିଳାଙ୍କ ମୃତଦେହ ଉଦ୍ଧାର

ବାସୁଦେବପୁର : ଆଜି ବାସୁଦେବପୁର ପୈାରାପାଳିକା ଅଧିନ ତୃପ୍ତି ମହିଳା ମହାବିଦ୍ୟାଳୟ ନିକଟ ବନ୍ଦ ରହିଥିବା ଏକ ଘରୁ ଜଣେ ମହିଳାଙ୍କ ମୃତଦେହ ପୁଲିସ ଉଦ୍ଧାର କରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତା ମହିଳାଙ୍କୁ ପରିଚୟ ଜଣାପଡ଼ି ନାହିଁ। ଏହି ବନ୍ଦ ଥିବା ଘରେ ମହିଳାଙ୍କ କିପରି ମୃତ୍ୟୁ ହୋଇଛି ତାହାର କାରଣ ସ୍ପଷ୍ଟ ହୋଇପାରି ନାହିଁ। ତେବେ କେଉଁ କାରଣରୁ ମହିଳାଙ୍କ ମୃତ୍ୟୁ ଘଟିଛି ବ୍ୟବଛେଦ ରିପୋର୍ଟ ଆସିବା ପରେ ଜଣାପଡିବ ବୋଲି ଥାନାଧିକାରୀ ଲୋପାମୁଦ୍ରା ନାୟକ ସୂଚନା ଦେଇଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories