ପ୍ରେମିକ ଘରେ ନିଆଁ ଲଗାଇଲା ପ୍ରେମିକା

ବାସୁଦେବପୁର : ବାସୁଦେବପୁର ଥାନା ଅଧିନ ପଦ୍ମପୁର ପଞ୍ଚାୟତ ରୁକଣାଦେଇପୁର ଗ୍ରାମର ସୁଦର୍ଶନ ମହାପାତ୍ରଙ୍କ ପୁଅ ପ୍ରଭାତ ଭଦ୍ରକ ଅଞ୍ଚଳର ଜଣେ ଯୁବତୀଙ୍କୁ ଭଲ ପାଇ ଆସୁଥିଲା। ବିବାହର ପ୍ରତିଶ୍ରୁତିକୁ ନେଇ ପ୍ରେମିକର ଆର୍ଥିକ ଦୁରାବସ୍ଥା ସମୟରେ ପ୍ରେମିକା ଜଣକ ଆର୍ଥିକ ସହାନୁଭୂତି ଦେଖାଇବା ସହ ପ୍ରେମିକ ଘରକୁ ଅନେକ ସମୟରେ ବୁଲିବାକୁ ଆସୁଥିଲା। ଏମିତିକି ପ୍ରେମିକ ଚାଳ ଛପରକୁ ମରାମତି କରିବା ପାଇଁ ଆର୍ଥିକ ସାହାଯ୍ୟ କରିଥିଲା ବୋଲି ଶୁଣିବାକୁ ମିଳିଛି। ଶୁକ୍ରବାର ଅପରାହ୍ନରେ ବୁଲିବାକୁ … Continue reading ପ୍ରେମିକ ଘରେ ନିଆଁ ଲଗାଇଲା ପ୍ରେମିକା