www.samajalive.in
Saturday, December 6, 2025
14.1 C
Bhubaneswar

ସର୍ପାଘାତରେ ମହିଳାଙ୍କ ମୃତ୍ୟୁ

ବାସୁଦେବପୁର : ନାଇକାଣିଡିହ ଥାନା ଅଧିନ ବାଲିମେଦ ପଞ୍ଚାୟତ ଅପର୍ତ୍ତିପୁର ଗ୍ରାମରେ ସର୍ପାଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ଆଜି ବାସୁଦେବପୁର ବ୍ଲକ ବାଲିମେଦ ପଞ୍ଚାୟତ ଅପର୍ତ୍ତିପୁର ଗ୍ରାମର ନୃସିଂହ ଦେହେରାଙ୍କ ସ୍ତ୍ରୀ ପାର୍ବତୀ ବେହେରା(୪୦) ଘରେ କାମ କରୁଥିବା ସମୟରେ ସେ ସର୍ପାଘାତର ଶିକାର ହୋଇଥିଲେ। ପରିବାର ପକ୍ଷରୁ ବାସୁଦେବପୁର ଡାକ୍ତରଖାନାକୁ ଚିକିତ୍ସା ପାଇଁ ନିଆଯାଇଥିବା ବେଳେ କାର୍ଯ୍ୟରତ ଡାକ୍ତର ପାର୍ବତୀଙ୍କୁ ମୃତ ଘୋଷଣା କରିଥିଲେ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories