www.samajalive.in
Saturday, December 6, 2025
14.1 C
Bhubaneswar

ପୂର୍ବତନ ସରପଞ୍ଚଙ୍କୁ ମାଡ ମାରି ଥାନାରେ ମହିଳା..

ବାସୁଦେବପୁର: ପୂର୍ବତନ ସରପଞ୍ଚକୁ ମାଡ ମାରିବା ଅଭିଯୋଗରେ ଗୁରୁବାର ଜଣେ ମହିଳାଙ୍କୁ ଥାନାରେ ଅଟକ ରଖାଯାଇଛି । ବାସୁଦେବପୁର ପଞ୍ଚାୟତ ସମିତି ଅଧିନ ବାଲିମେଦ ପଞ୍ଚାୟତର ପୂର୍ବତନ ସରପଞ୍ଚ ପ୍ରଫୁଲ୍ଲ ପଳିତାଙ୍କୁ ବ୍ଲକ ପରିସରରେ ମାଡମାରି ମହିଳା ଜଣକ ଥାନାରେ ଅଟକ ରହିଛନ୍ତି। ଉଭୟଙ୍କ ପକ୍ଷରୁ ପୄଥକ ପୄଥକ ଲିଖିତ ଅଭିଯୋଗ ଆସିବା ପରେ ପୁଲିସ ଘଟଣାର ତଦନ୍ତ କରୁଛି।

ବଡ ଘୋଷଣା ; ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ମିଳିବ ପୁନଃ ନିଯୁକ୍ତି

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories