www.samajalive.in
Saturday, December 6, 2025
26.1 C
Bhubaneswar

ବିଦ୍ୟାଳୟରୁ ଚୋରି ଅଭିଯୋଗ

ବାସୁଦେବପୁର:ନାୟକାଣିଡିହ ଥାନା ଅଧିନ ଛତ୍ରପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଅଭିଯୋଗ ମୁତାବକ, ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟରେ ଥିବା ତିନିଗୋଟି ସିଲଭର ହାଣ୍ଡିରେ ପାଖାପାଖି ୧୯୦ କି.ଗ୍ରା ଚାଉଳ ସହିତ ଗୋଟିଏ ଷ୍ଟାଣ୍ଡ ଫ୍ୟାନ ଚୋରି ହୋଇଥିବାକୁ ନେଇ ପ୍ରଧାନଶିକ୍ଷକ ପଦ୍ମନାଭ ଅଗସ୍ତି ନିକଟସ୍ଥ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଥାନାରେ କେଶ ନଂ ୨୨୨/୨୪ରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଚାଲୁ ରହିଛି ବୋଲି ନାୟକାଣିଡିହ ଥାନାଧିକାରୀ ସାଲଖାନ ମୁର୍ମୁ ଜଣାଇଛନ୍ତି।

ଜାଣନ୍ତୁ ; ଏହି ବାସ୍ତୁ ଦୋଷ ପାଲଟିଥାଏ ହୃଦଘାତ, ରକ୍ତଚାପ ସହ ଏସବୁ ରୋଗର କାରଣ..

Hot this week

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

Related Articles

Popular Categories