www.samajalive.in
Saturday, December 6, 2025
26.1 C
Bhubaneswar

ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ

ବାସୁଦେବପୁର : ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ ଘଟିଛି । ବାସୁଦେବପୁର ବେତଡା ବରଣ୍ଡୁଆ ଗ୍ରାମର ସୁଦର୍ଶନ ସାହୁଙ୍କ ପୁଅ ସରୋଜ କୁମାର ସାହୁ ( ନିଲୁ ) ବୟସ ୪୭ ଗତକାଲି ରାତିରେ ପୋଖରୀରେ ବୁଡି ମୃତ୍ୟୁ ହୋଇଛି । ଆଜି ସକାଳ ସମୟରେ ତାଙ୍କୁ ପରିବାର ପକ୍ଷରୁ ଉଦ୍ଧାର କରାଯାଇ ବାସୁଦେବପୁର ଡାକ୍ତରଖାନାକୁ ଅଣାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ହ୍ୱାଟ୍ସଆପ୍‌ରେ ଏହି ଭୁଲ୍‌ କଲେ ଯିବେ ଜେଲ୍‌!

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories