www.samajalive.in
Monday, December 15, 2025
24.1 C
Bhubaneswar

ବାସୁଳି ନକଆଉଟ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ମହାଦେଇଯୋଡା ଚମ୍ପିଆନ

ପାଟଣା: ପାଟଣା ବ୍ଲକ ଅନ୍ତର୍ଗତ ମୂଷାଖୋରି ପଞ୍ଚାୟତର କାଜୁ ପଡିଆଠାରେ ମା’ ବାସୁଳି କ୍ରିକେଟ ସଂଘ ତରଫରୁ ଚାଲିଥିବା କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ରବିବାର ଅନୁଷ୍ଠିତ ହୋଇଯାଇଛି। ମହାଦେଇଯୋଡା ଏକାଦଶ ଏବଂ କରଞ୍ଜିଆ କୋଳିପଶି ମଧ୍ୟରେ ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଟସ ଜିଣି ମହାଦେଇଯୋଡା ନିର୍ଦ୍ଧାରିତ ୧୦ ଓଭରରେ ୧୦୫ ରନ ସଂଗ୍ରହ କରିଥିଲା। ଜବାବରେ କୋଳିପଶି ଦଳ ୧୦ ଓଭରରେ ୮ ୱିକେଟ୍ ହରାଇ ୯୦ ରନ ସଂଗ୍ରହ କରିଥିଲା। ଉଦଯାପନ ଉତ୍ସବରେ ମୁଖ୍ୟଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଭାମାମଣି ଦାସ, ମୁଖ୍ୟ ବକ୍ତା ଭାବେ ସାମ୍ବାଦିକ ସଞ୍ଜୟ କୁମାର ସାହୁ, ସମ୍ମାନିତ ଅତିଥି ଭାବେ ପାଟଣା ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେପି ନେତା କମଳାକାନ୍ତ ଦାଶ, ସାଂସଦ ପ୍ରତିନିଧି ସଞ୍ଜୟ କୁମାର ପଲେଇ, ମୋହନ ଚରଣ ମହାନ୍ତ ପ୍ରମୁଖ ଯୋଗଦାନ କରିଥିଲେ। ବିଜୟୀ ଦଳକୁ ୨୦ ହଜାର ଟଙ୍କା ସହିତ ଟ୍ରଫି ଓ ରନର୍ସ ଅପ ଦଳକୁ ୧୫ ହଜାର ଟଙ୍କା ଓ ଟ୍ରଫି ପ୍ରଦାନ କରାଯାଇଥିଲା।

Hot this week

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories