www.samajalive.in
Saturday, December 6, 2025
14.1 C
Bhubaneswar

ଗଞ୍ଜେଇ ଜବତ ମାମଲା ; ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବାଉଁଶୁଣି : ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଥାନା ଯୁରମୁଣ୍ଡା ନିକଟରୁ ୨୨ କେଜି ଗଞ୍ଜେଇ ଜବତ ମାମଲାର ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି ବାଉଁଶୁଣୀ ପୁଲିସ। ମିଳିଥିବା ସୂଚନା ଅନୁଯାୟୀ ଦୁଇ ଜଣ ବ୍ୟକ୍ତି ବାଉଁଶୁଣି ଥାନା ସିଙ୍ଗାରି ଗ୍ରାମର ତପନ ଲୋହା (୨୭) ବୌଦ୍ଧ ଥାନା ଗଣ୍ଡପଦର୍ ଗ୍ରାମରଟି କୁମ୍ଭାର(୩୦)ଙ୍କୁ ଗଂଜେଇ ଚାଲାଣ କରୁଥିବା ସୂଚନା ପାଇ ବାଉଁଶୁଣୀ ଥାନା ପୁଲିସ ଯୁରାମୁଣ୍ଡା ଛକ ନିକଟରେ ଚଢାଉ କରିଥିଲା। ଯୁରାମୁଣ୍ଡା ଛକ ନିକଟରେ ତନଖି କରି ୨୨ କେଜି ଗଞ୍ଜେଇ ସହ ଏକ ମୋଟର ସାଇକେଲ ଜବତ କରି ଉଭୟଙ୍କୁ ଗିରଫ କରିଥିଲା। ଏ ସମ୍ପର୍କରେ ବାଉଁଶୁଣୀ ଥାନାରେ ଏକ ଏନଡିପିଏସ ମାମଲା ରୁଜୁ କରି ଉଭୟ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ଅଞ୍ଜଳି ବିଶ୍ଵାଳ ସୂଚନା ଦେଇଛନ୍ତି।

ଅଜଣା ଗାଡି ଧକ୍କାରେ ପୂର୍ବତନ ସମିତିସଭ୍ୟଙ୍କ ମୃତ୍ୟୁ

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories