www.samajalive.in
Saturday, December 6, 2025
16.1 C
Bhubaneswar

ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ

ଭୁବନେଶ୍ୱର: ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଦାଖଲ ହୋଇଛି । ବିଜେଡିର ୪ ପ୍ରାର୍ଥୀ ସୁଲତା ଦେଓ, ସସ୍ମିତ ପାତ୍ର, ମାନସ ମଙ୍ଗରାଜ ଓ ନିରଞ୍ଜନ ବିଶି ବିଧିବଦ୍ଧ ଭାବେ ନାମାଙ୍କନ ଦାଖଲ କରିଛନ୍ତି । ପୂର୍ବାହ୍ନ ୧୧ଟାରେ ସଚିବାଳୟ ପରିସରରେ ନାମାଙ୍କନ ଭରିଛନ୍ତି ।  ବରିଷ୍ଠ ବିଧାୟକଙ୍କ ଉପସ୍ଥିତିରେ ବିଜେଡିର ୪ଜଣ ପ୍ରାର୍ଥୀ ପ୍ରାର୍ଥିପତ୍ର ଦାଖଲ କରିଥିବା ନେଇ ଜଣାପଡ଼ିଛି ।

 

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories