www.samajalive.in
Saturday, December 6, 2025
15.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ଡାକ୍ତର, ନର୍ସ, ପାରାମେଡିକାଲ କର୍ମଚାରୀଙ୍କୁ ମିଳିବ ୪ ମାସର ଆଗୁଆ ଦରମା

ଭୁବନେଶ୍ବର :  କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି । ଡାକ୍ତର, ନର୍ସ ଓ ପାରାମେଡିକାଲ କର୍ମଚାରୀଙ୍କୁ ୪ ମାସ ଆଗୁଆ ଦରମା ଦେବାପାଇଁ କହିଛନ୍ତି । ଏପ୍ରିଲ , ମେ, ଜୁନ ଓ ଜୁଲାଇ ମାସର ଦରମା ଏପ୍ରିଲ ମାସରେ ମିଳିବ । ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ଖରାପ ବ୍ୟବହାରେ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏହା ସହ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ଖୁବ୍ ପ୍ରଶଂସା କରିଛନ୍ତି। ସେବା ଓ ନିଷ୍ଠାପର କାମର ତୁଳନା ନାହିଁ । ଏ ଦେଶ ସହ ଆମେ ମାନେ ଆପଣମାନଙ୍କ ସହ ରହିଛୁ , ଆପଣମାନେ ସେବା ଜାରି ରଖନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories