www.samajalive.in
Monday, December 15, 2025
16.1 C
Bhubaneswar

ସହରାଞ୍ଚଳ ଗରିବଙ୍କ ପାଇଁ ୧୦୦ କୋଟି ମଞ୍ଜୁର; ଉପକୃତ ହେବେ ୪ଲକ୍ଷ ୫୦ହଜାର ପରିବାର

ଭୁବନେଶ୍ବର : ସହାରଞ୍ଚଳ ଗରିବଙ୍କ ପାଇଁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି । ସହରାଞ୍ଚଳରେ ଶ୍ରମଭିତ୍ତିକ କାର୍ଯ୍ୟ ପାଇଁ୧୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ଯୋଜନାରେ ୧୧୪ଟି ପୌରଞ୍ଚଳର ୪ ଲକ୍ଷ ୫୦ ହଜାର ପରିବାର ଉପକୃତ ହେବେ। ଏହା ଚଳିତ ଏପ୍ରିଲ ସାମରୁ ଆରମ୍ଭ ହୋଇ ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବ। ଏହି କାର୍ଯ୍ୟକ୍ରମ ମିଶନ ଶକ୍ତିର ସହାୟତା ଓ ସହଭାଗିତାରେ ଚାଲିବ। ପ୍ରତି ସପ୍ତାହରେ ହିତାଧିକାରୀଙ୍କ ମଜୁରୀ ସିଧା ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Hot this week

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

Related Articles

Popular Categories