www.samajalive.in
Saturday, December 6, 2025
14.1 C
Bhubaneswar

ରାଜ୍ୟରେ ମନ୍ଦିର ଓ ଧାର୍ମିକ ଅନୁଷ୍ଠାନ ଖୋଲିବା ନେଇ ଚାଲିଛି ବିଚାର- ପ୍ରତାପ ଜେନା

ଭୁବନେଶ୍ବର:କରୋନା ମହାମାରୀ ପାଇଁ ବନ୍ଦ ରହିଥିବା ମନ୍ଦିର ଓ ଧାର୍ମିକ ଅନୁଷ୍ଠାନ ଖୋଲିବ କି ନାହିଁ ରାଜ୍ୟ ସରକାର ନିଷ୍ପତ୍ତି ନେବେ। ରାଜ୍ୟ ସରକାରଙ୍କ ଉପରେ ହାଇକୋର୍ଟ ଏହି ନିଷ୍ପତ୍ତି ଛାଡ଼ିଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ନିଷ୍ପତ୍ତି ନେବାକୁ ହାଇକୋର୍ଟ କହିଛି।

ଏ ନେଇ ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି ଯେ , ମନ୍ଦିର ଖୋଲିବା ନେଇ ଖୁବଶୀଘ୍ର ନିଷ୍ପତ୍ତି ନେବାକୁ ଯାଉଛୁ। ବିଭିନ୍ନ ସ୍ଥିତିକୁ ଆକଳନ କରି ଆମେ ନିଷ୍ପତ୍ତି ନେବୁ। କଣ ଗାଇଡ୍‌ଲାଇନ୍‌ ଅଣାଯାଇ ମନ୍ଦିର ଖୋଲାଯିବ ନିଷ୍ପତ୍ତି ନିଆଯିବ। ଯେମିତି ସଂକ୍ରମଣ ନ ବ୍ୟାପେ ସେ ଦିଗକୁ ଆମେ ବିଚାରକୁ ନେବୁ ବୋଲି କହିଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories