www.samajalive.in
Monday, December 15, 2025
27.1 C
Bhubaneswar

ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର ପାଇଁ କେନ୍ଦ୍ରକୁ ସୁପାରିସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦୁର୍ନୀତି ଅଭିଯୋଗରେ ନିଲମ୍ବିତ ଆଇଏଫଏସ ଅଧିକାରୀ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର ପାଇଁ କେନ୍ଦ୍ରକୁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମ ଥର ପାଇଁ ଦୁର୍ନୀତି ଅଭିଯୋଗରେ ଜଣେ ସର୍ବଭାରତୀୟ ସେବା ଅଧିକାରୀଙ୍କୁ ଅବସର ଦେବାକୁ ଓଡ଼ିଶା ସରକାର ସୁପାରିସ କରିଛନ୍ତି।

୨୦କୋଟି ଟଙ୍କାରୁ ଅଧିକ ମୂଲ୍ୟର ସମ୍ପତ୍ତି ଜମା କରିବାର ପ୍ରମାଣ ପାଇବା ପରେ ରାଜ୍ୟ ଭିଜିଲାନ୍ସ ବିଭାଗ ଅଭୟକାନ୍ତ ପାଠକ ଏବଂ ତାଙ୍କ ପୁଅ ଆକାଶ ପାଠକଙ୍କୁ ଗିରଫ କରିଛି। ଉଭୟ ବାପା ଓ ପୁଅ ଏବେ ଜେଲରେ ଅଛନ୍ତି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories