www.samajalive.in
Wednesday, December 10, 2025
23.1 C
Bhubaneswar

ଭାରତକୁ ୟୁରିଆ ଉତ୍ପାଦନରେ ଆତ୍ମନିର୍ଭର କରିବ ତାଳଚେର ସାର କାରଖାନା- ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ତାଳଚେର ସାର କାରଖାନା ଦ୍ୱାରା କାର୍ଯ୍ୟକାରୀ ହେଉଥିବା କୋଇଲା ଗ୍ୟାସିଫିକେସନ ଏବଂ ୟୁରିଆ ଉତ୍ପାଦନ ପ୍ରକଳ୍ପର ଅଗ୍ରଗତି ନେଇ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଡି.ଭି ସଦାନନ୍ଦ ଗୌଡ ଏବଂ କେନ୍ଦ୍ର ସାର ଓ ରସାୟନ ରାଷ୍ଟ୍ରମନ୍ତ୍ରୀ ମନସୁଖଲାଲ ମାଣ୍ଡଭିୟଙ୍କ ସମୀକ୍ଷା କରିଛନ୍ତି।

ଏହି ଅବସରରେ ଶ୍ରୀ ପ୍ରଧାନ ତାଳଚେର ସାର ସାରଖାନା ପାଇଁ ଥିବା ଚ୍ୟାଲେଞ୍ଜ ଓ ଏହି ପ୍ରକଳ୍ପକୁ ଦ୍ରୁତ ଗତିରେ କାର୍ଯ୍ୟକ୍ଷମ କରିବା ନେଇ ଉପସ୍ଥିତ ତିନି ମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ତାଳଚେର ସାର କାରଖାନା କାର୍ଯ୍ୟକ୍ଷମ ହେବା ପରେ ଏହା ଭାରତକୁ ୟୁରିଆ ଉତ୍ପାଦନରେ ଆତ୍ମନିର୍ଭର କରିବାରେସହାୟକ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

Hot this week

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

ମହାନଦୀ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମାନ୍ୟବର...

Related Articles

Popular Categories