www.samajalive.in
Monday, December 15, 2025
24.1 C
Bhubaneswar

ଭୁବନେଶ୍ୱରରେ ୪୯.୧ ମିମି ବର୍ଷା

ଭୁବନେଶ୍ୱର : ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ତେବେ ଭୁବନେଶ୍ୱର- କଟକ ମହାନଗରରେ ଶନିବାର ସକାଳୁ ବ​ର୍ଷା ଜାରି ରହିଛି।    ଗତ ୨୪ ଘଣ୍ଟା ମଧ୍ୟରେ ଆଜି ସକାଳ ୮.୩୦ ସୁଦ୍ଧା ଭୁବନେଶ୍ୱରରେ  ୪୯.୧ ମିମି ବର୍ଷା ରେକର୍ଡ କରାଯାଇଛି। ସହରର ବିଭିନ୍ନ ତଳିଆ ଅଞ୍ଚଳରେ ପାଣି ଜମି ରହିଛି। ରାଜପଥର ବିଭିନ୍ନ ସ୍ଥାନରେ ପାରି ଜମି ରହିବାରୁ ଯାତାୟାତରେ ସମସ୍ୟା ସୃଷ୍ଟି ହୋଇଛି।

ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ସ୍ଥାନରେ ରେକର୍ଡ ହୋଇଥିବା ବର୍ଷାର ପରିମାଣ  :

ବାଲିଅନ୍ତା : ୮୬ ମିମି
ବାଲିପାଟଣା : ୯୫.୫ ମିମି
ଚିଲିକା : ୮୫.୦ ମିମି
ବାଣପୁର: ୬୯.୦ ମିମି
ଭୁବନେଶ୍ୱର ଏୟାରପୋର୍ଟ : ୪୯.୧ ମିମି

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories