www.samajalive.in
Monday, December 15, 2025
24.1 C
Bhubaneswar

ପଳାଶୁଣିରେ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ: ରାସ୍ତାରେ ଅଟକିଲା ଶହ ଶହ ଗାଡି, ହନ୍ତସନ୍ତ ଯାତ୍ରୀ

ଭୁବନେଶ୍ବର: ଭୁବନେଶ୍ବର ପଳାଶୁଣି ନିକଟରେ ଏକ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଅନ୍ୟ ଗାଡି ଗୁଡିକ କେଉଁଆଡେ ଯାଇନପାରି ଗୋଟିଏ ସ୍ଥାନରେ ଅଟକି ରହିଛି।  ରବିବାର ସକାଳୁ କଟକ ଭୁବନେଶ୍ବରରେ ରାସ୍ତାରେ ଅସମ୍ଭାଳ ଭିଡ ପରିଲକ୍ଷିତ ହୋଇଛି। ଶହ ଶହ ଗାଡି ପଛକୁ ପଛ ଲାଇନ୍ ଲାଗିଥିବା ଦେଖିବାକୁ ମିଳିଛି। ପ୍ରବଳ ଖରା ଯୋଗୁଁ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।  ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଟ୍ରକ୍ ଟିକୁ ଉଦ୍ଧାର କରିବା ସହ ସ୍ଥିତି ନିୟନ୍ତ୍ରଣ କରିବାକୁ ଉଦ୍ୟମ ଜାରି ରଖିଛି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories