www.samajalive.in
Sunday, December 14, 2025
14.1 C
Bhubaneswar

ନିର୍ମାଣ ହେବ ୩ୟ ଟର୍ମିନାଲ

ଭୁବନେଶ୍ୱର :  ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ସମ୍ପ୍ରସାରଣ ହେବ । ଏହାର ୩ୟ ଟର୍ମିନାଲ ନିର୍ମାଣ ହେବ। ରାଜ୍ୟ ସରକାର – ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ସହିତ ଅାଲୋଚନା  କରିବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଜୁଲାଇରୁ କାମ ଆରମ୍ଭ ହେବା ସହ ଏଥିରେ ୯୩୦କୋଟି ଟଙ୍କା ଖର୍ଚ୍ଚ ହେବାନେଇ ମନ୍ତ୍ରାଳୟ ନିଷ୍ପତ୍ତି ନେଇଥିବା ଜଣାପଡିଛି।
ଏହା ସହିତ ଝାରସୁଗୁଡା ଉଡାଣ ପାଇଁ ଟେଣ୍ଡର ହୋଇଛି ଯାହା ଜାନୁୟାରୀ ସୁଦ୍ଧା ଆରମ୍ଭ ହେବ। ବେସାମରିକ ବିମାନ ଚଳାଚଳ ଯୁଗ୍ମ ସଚିବ ଉଷା ପାଢୀ ଏନେଇ ସୂଚନା ଦେଇଛନ୍ତି।

Hot this week

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

Related Articles

Popular Categories