www.samajalive.in
Saturday, December 6, 2025
16.1 C
Bhubaneswar

ରାଜଧାନୀରେ ମାତିଛନ୍ତି ଲୁଟେରା

ଭୁବନେଶ୍ବର: ରାଜଧାନୀରେ ଲୁଟେରାଙ୍କ ଆତଙ୍କ ରାଜ୍‌‌। ରଘୁନାଥପୁର ସ୍ପ୍ରିଙ୍ଗ ଲିଫ୍ ଆପାର୍ଟମେଣ୍ଟରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଆପାର୍ଟମେଣ୍ଟରେ ପଶି ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଚୋରି କରି ନେଇଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ନନ୍ଦନକାନନ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଂଚି ତଦନ୍ତ କରୁଛନ୍ତି। ସେପଟେ ପାହାଳ ଅଞ୍ଚଳରେ ଜଣଙ୍କ ଘରୁ ସୁନା ଅଳଙ୍କାର ଲୁଟି ନେଇଛନ୍ତି ଲୁଟେରା। ଘରେ ଶୋଇଥିବା ଲୋକଙ୍କୁ ତାଲା ପକାଇ ଲୁଟି ନେଇଛନ୍ତି ଲୁଟି ନେଇଥିବା ଜଣାପଡିଛି। ଘଟଣାସ୍ଥଳରେ ପାହାଳ ଥାନା ପୁଲିସ ପହଂଚି ତଦନ୍ତ କରୁଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories