www.samajalive.in
Sunday, December 7, 2025
16.1 C
Bhubaneswar

୧୪ ମାସ ପରେ ଜେଲ୍‌‌ରୁ ବାହାରିଲେ ହନିଟ୍ରାପ କୁଇନ୍‌‌ ଅର୍ଚ୍ଚନା ନାଗ

ଭୁବନେଶ୍ୱର : ଝାରପଡା ଜେଲରୁ ମଙ୍ଗଳବାର ହନିଟ୍ରାପ କୁଇନ୍‌‌ ଅର୍ଚ୍ଚନା ନାଗ ବାହାରିଛନ୍ତି। ଦୀର୍ଘ ୧୪ ମାସ ପରେ ଜେଲ୍‌‌ରୁ ବାହାରିଛନ୍ତି। ଜେଲରୁ ବାହାରି ନିଜ ପ୍ରତିକ୍ରିୟା ରଖି ଅର୍ଚ୍ଚା କହିଛନ୍ତି, କୋର୍ଟଙ୍କ ଉପରେ ଭରସା ଅଛି,ତଦନ୍ତରେ ସହଯୋଗ କରିବି। ଅର୍ଚ୍ଚନାଙ୍କୁ ନେବା ପାଇଁ ତାଙ୍କ ସ୍ୱାମୀ ଜଗବନ୍ଧୁ ଆସିଥିଲେ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories