www.samajalive.in
Sunday, December 7, 2025
26.1 C
Bhubaneswar

ଦିନ ୧୧ଟା୩୦ ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର : ବିଧାନସଭାରେ ଆଜି ବଜେଟ୍‌‌ ଅଧିବେଶନର ଦ୍ୱିତୀୟ ଦିନ। ଦ୍ୱିତୀୟ ଦିନରେ ବିଧାନସଭାରେ ଆରମ୍ଭରୁ ଗୃହରେ ବିରୋଧୀଙ୍କ ହୋହଲ୍ଲା ସହ ନାରାବାଜି ଦେଖା ଯାଇଛି। ଆରମ୍ଭରୁ ଗୃହରେ ହଟ୍ଟଗୋଳ ଦେଖାଦେଇଛି। ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ମଧ୍ୟ ଭାଗରେ ଆସି କଂଗ୍ରେସ ଓ ବିଜେପିଙ୍କ ହଟ୍ଟଗୋଳ ନଜର ଆସିଛି। ଗୃହକାର୍ଯ୍ୟ ସୁଚାରୁରୂପେ ହୋଇ ପାରି ନାହିଁ। ଫଳରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଦିନ ୧୧ଟା ୩୦ ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories