www.samajalive.in
Saturday, December 13, 2025
26.1 C
Bhubaneswar

୧୧ଟା ୩୦ ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର : ବିଧାନସଭାରେ ଶନିବାର ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହଟ୍ଟଗୋଳ ସ୍ଥିତି ଦେଖାଦେଇଛି । ଫଳରେ ବାଚସ୍ପତି ସୁରମା ପାଢୀ ଦିନ ୧୧ଟା ୩୦ ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତିକୁ ବିରୋଧ କରି ଗୃହରେ ହଟ୍ଟଗୋଳ ସହ ହୋହଲ୍ଲା ହୋଇଛି । ଗତକାଲି ଏଏସଓ ଚାକିରି ବିକ୍ରି ହୋଇଥିବା ଗୃହରେ ବିବୃତ୍ତି ରଖିଥିଲେ ମୁଖ୍ୟମନ୍ତ୍ରୀ । ବାଚସ୍ପତିଙ୍କ ପୋଡିୟମ୍‌ ତଳେ ବିଜେଡିର ହୋହଲ୍ଲା, ନାରାବାଜି ପରେ ଗୃହକୁ ମୁଲତବୀ ଘୋଷଣା କରାଯାଇଛି ।

ନୂଆବର୍ଷ ୨୦୨୫ : ଶନି କରିବେ ଓଲଟା ଚଳନ, ଏହି ରାଶି ହେବେ ମାଲାମାଲ୍‌, ମିଳିବ ସରକାରୀ ଚାକିରି..

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories