www.samajalive.in
Sunday, December 7, 2025
18.1 C
Bhubaneswar

ବାର୍ ଉପରକୁ ଗୁଳିମାଡ, ଜଣେ ଗୁରୁତର

ଭୁବନେଶ୍ଵର : ରାଜଧାନୀରେ ଗୁଳିକାଣ୍ଡ। ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ଭୁବନେଶ୍ଵର ଡମଣାରେ ଥିବା ଏକ ବାର୍ ଖୋଲାଥିବାବେଳେ କିଛି ଦୁର୍ବୁତ୍ତ ଗୁଳିମାଡ କରିଥିଲେ। ଏଥିରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଗୁରୁତର ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ। ଗୁଳିକାଣ୍ଡ ପରେ ଦୁର୍ବୁତ୍ତମାନେ ଘଟଣାସ୍ଥଳରୁ ଫେରାର୍‌ ହୋଇଯାଇଥିଲେ। ଖବର ପାଇ ଚନ୍ଦ୍ରଶେଖରପୁର ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ସିସି ଟିଭି ଯାଞ୍ଚ କରିବା ସହ ତଦନ୍ତ ଜାରି ରଖିଛି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories