ଦରଦାମ୍ ବୃଦ୍ଧି ନିୟନ୍ତ୍ରଣ ନହେଲେ ରାସ୍ତାକୁ ଓହ୍ଲାଇବ ବିଜେଡି

ଭୁବନେଶ୍ୱର : ବୁଧବାର ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇଛି। ଦରଦାମ୍ ବୃଦ୍ଧିକୁ ନେଇ ଶଙ୍ଖ ଭବନରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ବୃଦ୍ଧି ପାଉଥିବା ଦରଦାମ୍ ନିୟନ୍ତ୍ରଣ ପାଇଁ ବିଜେଡି ପକ୍ଷରୁ ଦାବି କରାଯାଇଛି। ଏହା ସାଧାରଣ ଲୋକଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଥିବା ବେଳେ ଦରଦାମ୍ ପାଇଁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦରଦାମ୍ ନିୟନ୍ତ୍ରଣ ନହେଲେ ଦଳ ଆନ୍ଦୋଳନକୁ ଓହ୍ଲାଇବ ବୋଲି କୁହାଯାଇଛି। ସରକାର ଦରଦାମ୍ ନିୟନ୍ତ୍ରଣ କରନ୍ତୁ। ଅସାଧୁ ବେପାରୀଙ୍କ ପାଇଁ … Continue reading ଦରଦାମ୍ ବୃଦ୍ଧି ନିୟନ୍ତ୍ରଣ ନହେଲେ ରାସ୍ତାକୁ ଓହ୍ଲାଇବ ବିଜେଡି