www.samajalive.in
Saturday, December 6, 2025
15.1 C
Bhubaneswar

ଅବକାରୀ ନୀତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ଚଳିତ ମାସରୁ ରାଜ୍ୟରେ ନୂଆ ଅବକାରୀ ନୀତି ଲାଗୁ ହେବାକୁ ଯାଉଛି । ଏହାପୂର୍ବରୁ ନୂଆ ଅବକାରୀ ନୀତି ସମ୍ବନ୍ଧରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ନିକଟରେ ଏକ ପ୍ରତିନିଧି ଦଳ ଦୁଇଟି ରାଜ୍ୟକୁ ଗସ୍ତ କରି ସେଠାକାର ଅବକାରୀ ନୀତି ସମ୍ପର୍କରେ ରିପୋର୍ଟ ପ୍ରସ୍ତୁତ କରୁଛି। ସେହି ତଥ୍ୟକୁ ଆଜି ମୁଖ୍ୟମନ୍ତ୍ରୀଙ୍କ ଆଗରେ ଉପସ୍ଥାପନ କରାଯିବ। ପରେ ସେସବୁର ତର୍ଜମା କରି ରାଜ୍ୟରେ ନୂଆ ଅବକାରୀ ନୀତି ଲାଗୁ ନେଇ ରାଜ୍ୟସରକାର ନିଷ୍ପତି ନେବେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories