www.samajalive.in
Saturday, December 6, 2025
14.1 C
Bhubaneswar

ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଅସୁସ୍ଥ

ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ସୋମବାର ଅସୁସ୍ଥ ହୋଇପଡ଼ିଛନ୍ତି। କଂଗ୍ରେସର ପ୍ରତିଷ୍ଠା ଦିବସରେ ସିବିଆଇର ନିସ୍କ୍ରିୟତାକୁ ନେଇ ଏକ ଖୋଲା ଜିପରେ ଭାଷଣା ଦେଉଥିବା ବେଳେ ଅଚେତ ହୋଇ ପଡ଼ିଥିଲେ। ହଠାତ ଛାତିକୁ ଧରି ତଳେ ବସିପଡ଼ିଥିଲେ ନରସିଂହ ମିଶ୍ର । ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ପିସିସ ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସୂଚନା ଅନୁଯାୟୀ, ଦୂର ବାଟରୁ ଆସି ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଦୀର୍ଘ ଯାତ୍ରା ଜନିତ କ୍ଲାନ୍ତ ଯୋଗୁଁ ଏପରି ଘଟିଥାଇପାରେେ। ତାଙ୍କ ସ୍ବାସ୍ଥ୍ୟବସ୍ଥା ବର୍ତ୍ତମାନ ସ୍ଥିର ରହିଛି ବୋଲି ନିରଞ୍ଜନ କହିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories