www.samajalive.in
Monday, December 8, 2025
27.1 C
Bhubaneswar

ବିଧାନସଭା ଅଧିବେଶନ ପାଇଁ ଆଜିଠୁ ୩ଦିନ ଯାଏଁ କରୋନା ଟେଷ୍ଟ

ଭୁବନେଶ୍ବର: ଆସନ୍ତା ୨୦ତାରିଖରୁ ଆରମ୍ଭ ହେବକୁ ଯାଉଛି ବିଧାନସଭା ଅଧିବେଶନ। ଅଧିବେଶନ ପୂର୍ବରୁ ବିଧାୟକ, ମନ୍ତ୍ରୀ, ସେମାନଙ୍କ ବ୍ୟକ୍ତିଗତ ସଚିବ, ସହାୟକ ଏବଂ ବିଧାନସଭା କର୍ମଚାରୀଙ୍କର କୋଡିଭ୍ ଟେଷ୍ଟ କରାଯିବ। ଆଜିଠୁ ଆସନ୍ତା ୩ ଦିନ ଯାଏଁ କରୋନା ଟେଷ୍ଟ ହେବ। ବିଧାନସଭା ଭିତରକୁ ଯାଉଥିବା ସମସ୍ତ ସାମ୍ବାଦିକଙ୍କର ମଧ୍ୟ କୋଭିଡ ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି। ଯେଉଁମାନଙ୍କର କୋଭିଡ୍ ରିପୋର୍ଟ ନେଗେଟିଭ୍ ଆସିବ ସେମାନଙ୍କୁ ବିଧାନସଭା ଯିବାକୁ ଅନୁମତି ମିଳିବ।

ଆସନ୍ତା ୧୭, ୧୮ ଓ ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟରେ ସମସ୍ତଙ୍କ କୋଭିଡ୍ ଟେଷ୍ଟ କରାଯିବା ସହ ପରେ ଦ୍ୱିତୀୟ ପର୍ଯ୍ୟାୟରେ ମଧ୍ୟ ସମସ୍ତଙ୍କ ଟେଷ୍ଟ କରାଯିବ। ଏଥର ମଧ୍ୟ ସଦସ୍ୟମାନେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାଗ ନେଇପାରିବେ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories