www.samajalive.in
Sunday, December 7, 2025
15.1 C
Bhubaneswar

ଭୁବନେଶ୍ୱରରୁ ଆଜି ୨୯୦ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୩୫୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ରୁ ୭୯ ଜଣ ଏବଂ ଲୋକାଲ୍‌ କଣ୍ଟାକ୍ଟ କେସରେ ୨୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୫୨ଜଣ ସୁସ୍ଥ ହୋଇଛନ୍ତି। ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୫ ହଜାର ୪୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ ୨୧ ହଜାର ୮୯୭ ଜଣ ସୁସ୍ଥ ହୋଇସାରିଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ଆକ୍ଟିଭ୍‌ କେସ ୩ ହଜାର ୪୨୯ ଜଣ ରହିଥିବାବେଳେ ୧୧୭ ଜଣଙ୍କର ମୃତ୍ୟୁ ହୋଇଛି ବୋଲି ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

- Advertisement -

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories