www.samajalive.in
Saturday, December 6, 2025
15.1 C
Bhubaneswar

ଭୁବନେଶ୍ବରରେ ଆଉ ୩୨୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ଶନିବାର ଆଉ ୩୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୩୨୧ ପଜିଟିଭଙ୍କ ମଧ୍ୟରୁ ୮୩ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୨୩୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୩୩୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

- Advertisement -

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୨୫,୧୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୧୫୪୫ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୧୪ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୩୪୯୪ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories