www.samajalive.in
Monday, December 8, 2025
13.1 C
Bhubaneswar

ଆଜି ଭୁବନେଶ୍ବରରେ ଆଉ ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ରବିବାର ଆଉ ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୧୧୮ ପଜିଟିଭଙ୍କ ମଧ୍ୟରୁ ୬୯ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୪୯ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୧୨୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

- Advertisement -

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୨୯୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୬୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୮ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୧୨୬୮ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଇଛନ୍ତି।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories