www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ଭୁବନେଶ୍ବରରେ ଆଉ ୪୨୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ବୁଧବାର ଆଉ ୪୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୪୨୭ ପଜିଟିଭଙ୍କ ମଧ୍ୟରୁ ୧୯୧ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୨୩୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୪୦୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୧୪୪୯୨  ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୯୩୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫୨ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୫୦୭୭ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଇଛନ୍ତି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories