ଭୁବନେଶ୍ବର : ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ଅପ୍ରେଲ ୧୬ରୁ ଅପ୍ରେଲ ୧୭ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୧୨୨ଟି ମାମଲା ଦାୟର କରାଯାଇଛି। ସେଥିରୁ ୧୧୭ଟି ମାମଲା ଲକ୍ ଡାଉନ୍ ସଂପର୍କିତ ହୋଇଥିବାବେଳେ ୧ଟି ଗୁଜବ ସୃଷ୍ଟି ପାଇଁ ଏବଂ ୪ଟି ଅନ୍ୟାନ୍ୟ କାରଣ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୨୫୨ ଜଣଙ୍କୁ ଗିରଫ କରାଯାଇଛି।
Popular Categories



