www.samajalive.in
Monday, December 15, 2025
24.1 C
Bhubaneswar

ରାଜଧାନୀରେ ଝୁଲନ୍ତା ଗଳିତ ମୃତଦେହ ଠାବ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ଗଳିତ ମୃତଦେହ ଠାବ ହୋଇଛି। ଘାଟିକିଆ ସ୍ଥିତ ସରକାରୀ ଇଞ୍ଜିନିୟରିଂ କଲେଜ ପଛ ଜଙ୍ଗଲରୁ ଉକ୍ତ ମୃତଦେହ ଠାବ କରାଯାଇଛି। ତେବେ ମୃତକ ଯୁବକଙ୍କର ପରିଚୟ ମିଳି ନ ଥିବା ବେଳେ ସ୍ଥାନୀୟ ଅଞ୍ଚଳର ହୋଇଥିବା ଜଣାପଡ଼ିଛି।

Hot this week

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

Related Articles

Popular Categories