www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ୫ ହଜାର ଟପିଲା ଡେଙ୍ଗୁ

ଭୁବନେଶ୍ୱର : ରାଜ୍ୟରେ ୫ ହଜାର ଟପିଲା ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା । ଗୁରୁବାର ଡେଙ୍ଗୁ, ମଙ୍କିପକ୍ସ, ବାର୍ଡ ଫ୍ଲୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶ ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି, ରାଜ୍ୟରେ ଏଯାବତ୍‌ ୫୧୩୦ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ଡେଙ୍ଗୁରେ ମୃତ୍ୟୁ ନେଇ ସରକାରୀ ଭାବେ ତଥ୍ୟ ଆସି ନାହିଁ ।
ବରଗଡରେ ସ୍କ୍ରବ୍‌ ଟାଇଫସରେ ୪ ଜଣଙ୍କ ମୃତ୍ୟୁ ଏବେ ମଧ୍ୟ ସ୍ପଷ୍ଟ ହୋଇନି। କେନ୍ଦ୍ରାପଡା ଓ ପୁରୀରେ ବାର୍ଡ ଫ୍ଲୁ ଅଞ୍ଚଳରେ କୁକୁଡା କଲିଂ ସରିଛି । ଯାଜପୁର ଓ କଟକର କିଛି ଅଞ୍ଚଳରେ କଲିଂ ଆରମ୍ଭ ହୋଇଛି। ସଂକ୍ରମିତ ଅଞ୍ଚଳରେ କୁକୁଡା ଓ ଅଣ୍ଡା ନଖାଇବାକୁ ପରାମର୍ଶ ଦିଆଯାଇଛି । ମଙ୍କିପକ୍ସ ପାଇଁ ଆଡଭାଇଜରୀ ଜାରି ହୋଇଛି ଓ ସ୍ଥିତି ଉପରେ ନଜର ରଖାଯାଇଛି ବୋଲି କହିଛନ୍ତି ।

ପୁଣି ମହଙ୍ଗା ହେବ ଏୟାରଟେଲ୍‌, ଜିଓ, ଭୋଡା ଫୋନ୍‌, ବିଏସଏନଏଲ ରିଚାର୍ଜ! ସରକାରଙ୍କ ଏହି ପଦକ୍ଷେପ ପରେ..

- Advertisement -

 

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories