www.samajalive.in
Saturday, December 6, 2025
19.1 C
Bhubaneswar

ବନ୍ୟା ମୁକାବିଲା ପାଇଁ ୬ ବରିଷ୍ଠ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଦାୟିତ୍ବ

ଭୁବନେଶ୍ବର : ରାଜ୍ୟରେ ବନ୍ୟା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଶନିବାର ୬ ଆଇଏଏସ ଅଫିସରଙ୍କୁ ଦାୟିତ୍ବ ଦେଇଛନ୍ତି। ଯେପରି ଭାବେ ମମ୍ଭାବ୍ୟ ବନ୍ୟ ପ୍ରଭାବରେ ସାଧାରଣଲୋକଙ୍କ ଧନଜୀବନ ନଷ୍ଟ ନ ହେବ ସେ ଦିଗକୁ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନରେ ସଦାବେଳେ ଅନ୍ୟ ରାଜ୍ୟଗୁଡିକ ତୁଳନାରେ ଓଡ଼ିଶା ଆଗରେ ରହି ଆସିଛି। ଏହାକୁ ଧ୍ୟାନରେ ରଖି ବରିଷ୍ଠ ଅଧିକାରୀମାନଙ୍କୁ ନିଯୁକ୍ତ କରାଯାଇଛି। ହେମନ୍ତ ଶର୍ମାଙ୍କୁ କେନ୍ଦ୍ରାପଡ଼ା, ଡି.କେ ସିଂହଙ୍କୁ –କଟକ, ବିଶାଳ ଦେବଙ୍କୁ-ବାଲେଶ୍ବର, ବିଷ୍ଣୁପଦ ସେଠୀଙ୍କୁ- ଭଦ୍ରକ, ଭ.କେ ଯାଦବଙ୍କୁ- ଯାଜପୁର ଓ ସତ୍ୟବ୍ରତ ସାହୁଙ୍କୁ ଜଗତସିଂହପୁରର ଦାୟିତ୍ବ ଦିଆଯାଇଛି ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories