www.samajalive.in
Friday, December 12, 2025
23.1 C
Bhubaneswar

କୋଟିଏ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

ଭୁବନେଶ୍ବର: ଭୁବନେଶ୍ୱର ଭରତପୁର ଅଞ୍ଚଳରୁ ଶୁକ୍ରବାର ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତକୁ ଗିରଫ କରିଛି ଅବକାରୀ ବିଭାଗ। ଘଟଣା ସ୍ଥଳରୁ ଗଞ୍ଜେଇ ବୋଝେଇ ବୋଲେରୁକୁ ମଧ୍ୟ ଜବତ କରାଯାଇଛି।

ସୂଚନା ଅନୁଯାୟୀ, ଆଜି ଭୋର୍ ସମୟରେ ଭରତପୁର ନିକଟରେ ଏକ ବୋଲେରୋରେ ବିପୁଳ ପରିମାଣର ଗଞ୍ଜେଇ ଚେରାଚାଲାଣ ହେଉଥିବାର ଖବର ମିଳିଥିଲା। ଏହାପରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇଥିଲା। ଉକ୍ତ ବୋଲେରୋରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯିବା ସହ ଜଣଙ୍କୁ ଗିରଫ କରାଯାଇଛି। ଉକ୍ତ ବୋଲେରୋଟି ଖୋର୍ଦ୍ଧା-କଟକ ବାଇପାସରେ ଯିବାର ଯୋଜନା କରିଥିବାର ଖବର ମିଳିଛି। ଜବତ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୧ କୋଟି ଟଙ୍କା ହେବ ବୋଲି ଜଣାପଡ଼ିଛି।

Hot this week

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

Related Articles

Popular Categories