www.samajalive.in
Saturday, December 6, 2025
23.1 C
Bhubaneswar

ତାରକା ହୋଟେଲରୁ ଚୋରି ଘଟଣା: ପୁରୀରୁ ଅଭିଯୁକ୍ତ ଗିରଫ

ଭୁବନେଶ୍ଵର: ବିବାହ ମଣ୍ଡପରୁ ଚୋରି, ଅଭିଯୁକ୍ତ ଗିରଫ। ରାଜଧାନୀର ଏକ ଷ୍ଟାର୍ ହୋଟେଲରେ ଏକ କର୍ପୋରେଟ୍ ସଂସ୍ଥାର ଅବସରପ୍ରାପ୍ତ ଏଚଆର୍ ସରୋଜ କୁମାର ମିଶ୍ରଙ୍କ ଝିଅ ସଂଜନିକା  ମିଶ୍ରଙ୍କ ସହ ଝାଡଖଣ୍ଡ ଚକ୍ରଧରପୁରର ଡାକ୍ତର ଅଭିଷେକ ଷଡଙ୍ଗୀଙ୍କ ସହ ବିବାହ ଉତ୍ସବ ଚାଲିଥିଲା। ଏତିକିବେଳେ ଦୁଇ ଜଣ ଚୋର ଅତିଥି ବେଶରେ ଆସି ଡାକ୍ତର ଦମ୍ପତ୍ତିଙ୍କ ଠାରୁ ଲକ୍ଷାଧିକ ଟଙ୍କା ଏବଂ ସୁନା ଗହଣା ଲୁଟି ନେଇଛନ୍ତି। ସିସି ଟିଭିରେ ଚୋରି ବେଳର ସମ୍ପୂର୍ଣ୍ଣ ଦୃଶ୍ୟ କଏଦ ହୋଇଥିଲା। ତେବେ ଏହି ଘଟଣାରେ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି। ବଳିଆପଣ୍ଡା ଥାନା ପୁଲିସ ପୁରୀରୁ ଏହି ଅଭିଯୁକ୍ତ କୁ ଗିରଫ କରିବାରେ ସଫଳ ହୋଇଛି। ଅଭିଯୁକ୍ତ ଜଣକ ମଧ୍ୟପ୍ରଦେଶ ରାଜ୍ୟର ହୋଇଥିବା ସୂଚନା ମିଳିଛି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories