www.samajalive.in
Saturday, December 6, 2025
17.1 C
Bhubaneswar

ନିଶା ନିବାରଣ କେନ୍ଦ୍ରରେ ପିଟି ପିଟି ହତ୍ୟା !

ଭୁବନେଶ୍ଵର: ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟି ପିଟି ହତ୍ୟା। ଏୟାରପୋର୍ଟ ଥାନା ଅଞ୍ଚଳରେ ଥିବା ଏକ ନିଶା ନିବାରଣ କେନ୍ଦ୍ର ନାଁରେ ଏଭଳି ସଙ୍ଗୀନ୍ ଅଭିଯୋଗ ଆସିଛି। ନିଶା ଛଡାଇବାକୁ ଯାଇ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ୟୁନିଟ୍-୬ ଅଞ୍ଚଳର ବୋଲି ଜଣାପଡିଛି। ରବିବାର ଯୁବକ ଜଣଙ୍କୁ ନିଶା ନିବାରଣ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ଯୁବକଙ୍କ ଶରୀରରେ ମାଡ ଦାଗ ଥିବାରୁ ତାଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।  ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories