www.samajalive.in
Friday, December 5, 2025
26.1 C
Bhubaneswar

ଦିବ୍ୟାଙ୍ଗ ବାଳକକୁ ଅଭିଯୋଗ ପ୍ରକୋଷ୍ଠରୁ ମେଡିକାଲ ପଠାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ଦିବ୍ୟାଙ୍ଗଙ୍କୁ ମେଡିକାଲ ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅଭିଯୋଗ ପ୍ରକୋଷ୍ଠରେ ସ୍ଵାସ୍ଥ୍ୟବସ୍ଥା ବୁଝି ମେଡିକାଲ ପଠାଇଛନ୍ତି। ଆଜି ଜଣେ ୧୨ ବର୍ଷୀୟ ବାଳକ ଚିକିତ୍ସା ସହାୟତା ଲାଗି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସିଥିଲେ।  ମୁଖ୍ୟମନ୍ତ୍ରୀ ତାଙ୍କର ସ୍ଵାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ଏବଂ ଆମ୍ବୁଲାନ୍ସ ଯୋଗେ କ୍ୟାପିଟାଲ ହସ୍ପିଟାଲ ପଠାଇଛନ୍ତି। ପ୍ରାଥମିକ ପରୀକ୍ଷା ପରେ ଚିକିତ୍ସା କରାଯିବ। ସମସ୍ତ ଚିକିତ୍ସା ଦାୟିତ୍ଵ ସରକାର ନେବେ ବୋଲି ସୂଚନା ମିଳିଛି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories