ଭୁବନେଶ୍ଵର: ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ହତ୍ୟା ଅଭିଯୋଗ । ଝାରପଡା ମହାଦେବ ନଗର ନିଶା ନିବାରଣ କେନ୍ଦ୍ର ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବକ ଜଣଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ବଳକା ଟଙ୍କା ପୈଠ କରିନଥିବାରୁ ତାଙ୍କୁ ପିଟି ପିଟି ମାରି ଦିଆଯାଇଥିବାର ଅଭିଯୋଗ ହୋଇଛି। ସେପଟେ ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।
Popular Categories



