www.samajalive.in
Saturday, December 6, 2025
26.1 C
Bhubaneswar

କାର୍‌-ବାଇକ୍ ଧକ୍କା, ୩ ମୃତ

ଭୁବନେଶ୍ଵର: ରାଜଧାନୀରେ ପୁଣି ଦୁର୍ଘଟଣା। ବଡଗଡ ଥାନା ଟଙ୍କପାଣି ସାଇ ମନ୍ଦିର ନିକଟରେ ଅଭାବନୀୟ ଘଟଣା ଘଟିଛି। କାର୍ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି। ଟଙ୍କପାଣି ରୋଡରେ ଆଜି ସକାଳୁ ଏକ କାର୍ ଜଗତସିଂହପୁରରୁ ପୁରୀ ଅଭିମୁଖେ ଯାଉଥିଲା। ଏତିକିବେଳେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ବାଇକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବାଇକରେ ଥିବା ୩ ଜଣ ଯୁବକଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ଖବର ପାଇ ବଡଗଡ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି କାର୍ ଡ୍ରାଇଭରକୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories