www.samajalive.in
Saturday, December 6, 2025
26.1 C
Bhubaneswar

ବସ୍‌ଷ୍ଟାଣ୍ଡରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ଭୁବନେଶ୍ଵର: ବସ୍‌ଷ୍ଟାଣ୍ଡରେ ଅଭାବନୀୟ ଘଟଣା ଘଟିଛି। ଭରତପୁର ଥାନା ଘାଟିକିଆ ବସ୍‌ଷ୍ଟାଣ୍ଡରୁ ଜଣେ ମହିଳାଙ୍କର ଗଳିତ ମୃତଦେହ ଉଦ୍ଧାର ହୋଇଛି। ବର୍ତ୍ତମାନ୍ ପର୍ଯ୍ୟନ୍ତ ମହିଳାଙ୍କ ପରିଚୟ ଅସ୍ପଷ୍ଟ ରହିଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories