www.samajalive.in
Friday, December 5, 2025
27.1 C
Bhubaneswar

ଯାତ୍ରା ସାରି ଫେରୁଥିବାବେଳେ କାର୍‌-ଟ୍ରକ୍‌ ଧକ୍କା: ଜଣେ ଗୁରୁତର

ଭୁବନେଶ୍ଵର:  ୧୬ ନଂମ୍ବର ଜାତୀୟ ରାଜପଥ ତାରିଣୀ ପୋଲ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ତୁଳସୀ ଗଣନାଟ୍ୟ ସାରି ଘରକୁ ଫେରୁଥିବାବେଳେ ଟ୍ରକ -କାର୍ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ  କାର୍ ଡ୍ରାଇଭର ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତର ବ୍ୟକ୍ତି ଜଣକ ସୋମନାଥ ଦାସ ବୋଲି ଜଣାପଡିଛି। ତୁରନ୍ତ ତାଙ୍କୁ ଉଦ୍ଧାର କରାଯାଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories