www.samajalive.in
Friday, December 5, 2025
27.1 C
Bhubaneswar

ବସ୍‌ ଧକ୍କାରେ ମହିଳା ମୃତ

ଭୁବନେଶ୍ଵର: ମହିଳାଙ୍କ ଜୀବନ ନେଲା ବସ୍। ରାଜଧାନୀ ଭୁବନେଶ୍ଵରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍ ଧକ୍କାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ ମହିଳାଙ୍କ ପରିଚୟ ମିଳିନି। ଉତ୍କଳ ହସ୍ପିଟାଲ ନିକଟରେ ବସ୍ ଟି ମହିଳାଙ୍କୁ ଧକ୍କା ଦେଇଥିଲା। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି। ଏବଂ ଦୁର୍ଘଟଣା ଘଟାଇଥିବା ବସ୍ ଟିକୁ ଅଟକ ରଖିଛି।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories