www.samajalive.in
Friday, December 5, 2025
27.1 C
Bhubaneswar

ସ୍ଥିତି ଦେଖି ସ୍କୁଲ ବନ୍ଦ ନିଷ୍ପତ୍ତି ନେବେ ଜିଲ୍ଲାପାଳ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ଵର: ହଇଜା ମୁକାବିଲା ନେଇ ଆଜି ଗଣଶିକ୍ଷା ମନ୍ତ୍ରୀ ଏକ ବଡ ବୟାନ ରଖିଛନ୍ତି। ସେ କହିଛନ୍ତି ୩ ଜିଲ୍ଲାରେ ସ୍ଥିତି ଦେଖି ଜିଲ୍ଲାପାଳ ସ୍କୁଲ ବନ୍ଦ ନିଷ୍ପତ୍ତି ନେବେ। ସ୍ଥିତି ଯଦି ଅଣାୟତ୍ତ ଥାଏ , ତେବେ ଜିଲ୍ଲାପାଳ ସ୍କୁଲ ବନ୍ଦ ରଖିପାରିବେ। ମଧ୍ୟାହ୍ନ ଭୋଜନରେ ପିଲା ମାନଙ୍କୁ ଗରମ ଖାଦ୍ୟ ଦିଆଯିବ। ଏବଂ ଫୁଟା ପାଣି ପିଇବାକୁ ପିଲା ମାନଙ୍କୁ ନିର୍ଦେଶ ରହିଛି। ସ୍କୁଲରେ ଥିବା ପାଣି ଟାଙ୍କିକୁ ସଫା କରିବା ଉପରେ ମଧ୍ୟ ଗୁରୁତ୍ଵ ଦିଆଯାଇଛି। କେନ୍ଦ୍ରୀୟ ଏବଂ ସ୍ଵାସ୍ଥ୍ୟ ବିଭାଗ ଟିମ୍ ଆଜି ଫୋକସ୍ ରେ ଥିବା ୩ ଜିଲ୍ଲା ଯଥା କଟକ , ଯାଜପୁର ଏବଂ ଭଦ୍ରକ ଜିଲ୍ଲା ଗସ୍ତ କରିବେ। ଏବଂ ଏହି ଟିମ୍ ସମସ୍ତ ପଦକ୍ଷେପର ସମୀକ୍ଷା ସହ ଯୋଜନା ପ୍ରସ୍ତୁତ କରିବେ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories