ଭୁବନେଶ୍ଵର : ରାଜଧାନୀ ଭୁବନେଶ୍ଵରରେ ଅଭାବନୀୟ ଘଟଣା ଘଟିଛି। ବିଳମ୍ବିତ ରାତିରେ ରେଣ୍ଟାଲ କଲୋନୀ ଫାୟାର ଷ୍ଟେସନ୍ ରାସ୍ତାରେ ଦୁଇ ବୁଲେଟ୍ ଭାରସାମ୍ୟ ହରାଇ ବିଦ୍ୟୁତ୍ ଖୁଣ୍ଟ, ଗଛ ଓ କାରକୁ ଧକ୍କା ଦେଇଛନ୍ତି। ଫଳରେ ଘଟଣାସ୍ଥଳରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିପାରିନାହିଁ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।
Popular Categories



