www.samajalive.in
Saturday, December 6, 2025
14.1 C
Bhubaneswar

ମୃଦୁ ପାନୀୟରେ ନିଶା ଦେଇ ଗଣଦୁଷ୍କର୍ମ : ୩ ଗିରଫ

ଭୁବନେଶ୍ଵର : ମୃଦ୍ୟୁ ପାନୀୟରେ ନିଶା ଦେଇ ଗଣଦୁଷ୍କର୍ମ । ରାଜଧାନୀରୁ ଏଭଳି କିଛି ଚାଞ୍ଚଲ୍ୟକର ଖବର ଆସିଛି। ଗାୟିକା କରାଇବାକୁ ସ୍ଵପ୍ନ ଦେଖାଇ ପୀଡିତାଙ୍କୁ ନେଇ ଆସିଥିଲେ ଅଭିଯୁକ୍ତ । ଏବଂ ତାଙ୍କୁ ନିର୍ଦେଶକଙ୍କ ସହ ଭେଟ କରାଇବାକୁ ନେଇ ଯାଇଥିଲେ। ତେବେ ଗତ ୧୦ ତାରିଖ ଦିନ ଅପରାହ୍ନ ସମୟରେ ଲଜ୍‌ କୁ ନେଇ ସେଠାରେ ମୃଦୁ ପାନୀୟ ସହ ନିଶା ଦେଇ ଯୁବତୀଙ୍କ ସହ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏହାପରେ ଅଭିଯୁକ୍ତ ଚନ୍ଦନ ସମେତ ଦୁଇ ସହଯୋଗୀ ପ୍ରସନ୍ନ କୁମାର ଆଚାର୍ଯ୍ୟ ଏବଂ ରାଜେଶ ଦାସ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏ ନେଇ ଥାନାରେ ଏତଲା ପରେ ପୁଲିସ୍ ୩ ଜଣଙ୍କୁ ଗିରଫ କରିଛି। ପୁରା ମାମଲାରେ ତଦନ୍ତ ଜାରି ରହିଥିବାବେଳେ ଏଥିରେ ଆଉ କାହାର ସମ୍ପୃକ୍ତି ରହିଛି ସେ ନେଇ ଖୋଳତାଡ ଜାରି ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories