www.samajalive.in
Sunday, December 7, 2025
18.1 C
Bhubaneswar

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ ଅପରାଧି ଙ୍କୁ ଧରିବାରେ ସଫଳ ହୋଇଛି ସ୍ପେଶାଲ କ୍ରାଇମ ୟୁନିଟ୍‌ । ୧୦ରୁ ଅଧିକ ସେମି ଅଟୋମେଟିକ୍ ବନ୍ଧୁକ ସହ ଗୋଟିଏ କାର୍ବାଇନ୍ ଜବତ ହୋଇଛି। ଦୁଇ ବନ୍ଧୁକ ମାଫିଆଙ୍କ ଘର ଅନୁଗୁଳ ଅଞ୍ଚଳରେ ବୋଲି ଜଣାପଡିଛି। ଖଣ୍ଡଗିରି ରୁ ଗୋଡ଼େଇ ଗୋଡେଇ ଧରିଛି ସ୍ପେଶାଲ କ୍ରାଇମ ୟୁନିଟର ଟିମ। ପୂର୍ବରୁ ମଧ୍ୟ କାରବାଇନ ଜବତ ହୋଇଥିଲା।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories