www.samajalive.in
Friday, December 12, 2025
23.1 C
Bhubaneswar

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଅଭିଯୁକ୍ତ ଘର ମାଲିକଙ୍କୁ ପୁଲିସ୍‌ ଗିରଫ କରିଛି। ଖବର ପାଇ ମହିଳା କମିଶନ ସଦସ୍ୟା ଘଟଣାସ୍ଥଳରେ ପୀଡିତାଙ୍କୁ ଭେଟି ବୟାନ ରେକର୍ଡ କରିଛନ୍ତି। ଘରେ କେହି ପରିବାର ଲୋକେ ନଥିବା ସମୟରେ ଅଭିଯୁକ୍ତ ଜଣକ ଏଭଳି କାଣ୍ଡ ଭିଆଇଥିବା ଜଣାପଡିଛି।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

Related Articles

Popular Categories