www.samajalive.in
Wednesday, December 10, 2025
23.1 C
Bhubaneswar

ମୃତଦେହ ଝୁଣି ଖାଉଛି କୁକୁର

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ମଣିଷ ଶରୀରକୁ ଝୁଣି ଖାଉଛି କୁକୁର। ବିଲ ମଝିରେ ପଡିଥିବା ଏକ ମୃତଦେହକୁ କୁକୁର ଝୁଣି ଖାଉଥିବା ଦେଖିବାକୁ ମିଳିଛି। ଏଭଳି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ଚନ୍ଦକା ଥାନା ଅନ୍ତର୍ଗତ ପାଇକରାପୁର ଅଞ୍ଚଳରେ । ମୃତକଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ। ମୃତଦେହଟି ଜଣେ ପୁରୁଷଙ୍କର ବୋଲି ଜଣାପଡିଛି। ମୃତକଙ୍କ ବୟସ ୪୦ରୁ ୪୫ ବର୍ଷ ହେବ ବୋଲି ଜଣାପଡିଛି। ଖବର ପାଇ ପୁଲିସ୍‌ ଘଟଣା ସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories