www.samajalive.in
Saturday, December 6, 2025
26.1 C
Bhubaneswar

ରାଜଧାନୀରେ ଯାତ୍ରା କଳାକାର ଓ କର୍ମଚାରୀ ସଂଘର ବିକ୍ଷୋଭ

ଭୁବନେଶ୍ୱର : ଆଜି ଠାରୁ ଭୁବନେଶ୍ୱର ଲୋୟର ପିଏମଜିରେ ଆମରଣ ଅନଶରେ କରୁଛନ୍ତି ଯାତ୍ରା କଳାକାର ଓ କର୍ମଚାରୀ ସଂଘ । ୨ ହଜାର ଦର୍ଶକ ନେଇ ଯାତ୍ରା ପରିବେଷଣ ପାଇଁ ଅନୁମତି ଦେବା ସହ ୧୨ ଦଫା ଦାବି ପୂରଣ ଦାବିରେ କଳାକାର ସଂଘ ଆମରଣ ଅନଶନ ଓ ଗଣଧାରଣା ଦେଉଥିବା ଖବର ମିଳିଛି। ୨୩ ତାରିଖ ସୁଦ୍ଧା ସରକାର ଦାବି ପୂରଣ ନକଲେ ୨୪ ତାରିଖରୁ ରାଜ୍ୟର ସମସ୍ତ ଜିଲାରେ କଳାକାରମାନେ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି। ପୂର୍ବରୁ ୫ଶହ ଦର୍ଶକଙ୍କୁ ନେଇ ଯାତ୍ରା ପରିବେଷଣ କରିବାକୁ ଅନୁମତି ଦିଆଯାଇଥିଲା, ମାତ୍ର ଏବେ ଅତିକମରେ ୨ ହଜାର ଦର୍ଶକଙ୍କୁ ନେଇ ଯାତ୍ରା କରିବାକୁ ସଂଘ ପକ୍ଷରୁ ଦାବି କରାଯାଇଛି ବୋଲି ସୂଚନା ମିଳିଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories